ରାଶିଫଳHoroscope Today : ଅକ୍ଟୋବର ୨୨ ତାରିଖ, ଗୁରୁବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ- ଭାଗ୍ୟର ସହଯୋଗ ମିଳିବ ଓ ଅଟକିଥିବା କାମ ଆଗକୁ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ଆପଣଙ୍କ ମତାମତକୁ ଗୁରୁତ୍ୱ ଦିଆଯିବ। ବ୍ୟବସାୟରେ ନୂଆ ସୁଯୋଗ ଆସିପାରେ। ପରିବାରରେ ଖୁସିର ପରିବେଶ ରହିବ। ଧନପ୍ରାପ୍ତିର ଯୋଗ ରହିଛି। ଦୂରଯାତ୍ରା ଶୁଭ ଫଳ ଦେଇପାରେ। ବୃଷ-…

